Browsing Category
Odisha
ମାର୍ଚ୍ଚ ୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ
ଭୁବନେଶ୍ୱର,୨୭/୦୨:ଆସନ୍ତା ମାର୍ଚ୍ଚ ମାସ ୨ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର ମାର୍ଚ୍ଚ ୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ପରବର୍ତ୍ତୀ!-->…
ମାର୍ଚ୍ଚ ୧୪ରେ ଚଳିତ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକଅଦାଲତ
ଭୁବନେଶ୍ୱର ୨୭/୦୨:ଚଳିତ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକଅଦାଲତ ଆସନ୍ତା ମାର୍ଚ୍ଚ ୧୪ ତାରିଖରେ ଅନୁଷ୍ଠିତ ହେବ । ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ଯଥା ଭୁବନେଶ୍ୱର, ଖୋର୍ଦ୍ଧା, ବାଣପୁର, ଚିଲିକା, ଟାଙ୍ଗୀ, ଜଟଣୀ ଓ ବେଗୁନିଆଠାରେ ଏହା ଅନୁଷ୍ଠିତ ହେବ ବୋଲି ଜିଲ୍ଲା ଆଇନ!-->…
ଜଙ୍ଗଲରେ ଚାଲିବନି ଜଙ୍ଗଲରାଜ
ଭୁବନେଶ୍ଵର,୨୭/୦୨:ମାଓବାଦୀଙ୍କୁ ଡିଜିପିଙ୍କ ଶେଷ ଚେତାବନୀ । ବନ୍ଧୁକ ଛାଡି ମୁଖ୍ୟ ସ୍ରୋତରେ ସାମିଲ ହୁଅ । ହିଂସା ଛାଡି ଅହିଂସାର ରାସ୍ତା ଆପଣାଅ । ନହେଲେ ଜେସାକୁ ତେସା ନୀତି ଆପଣାଇବା ଓଡିଶା ପୋଲିସ । କେନ୍ଦ୍ର ସରକାରଙ୍କ ଦ୍ବାରା ଆରମ୍ଭ ହୋଇଥିବା ମାଓ ଦମନ ଅଭିଯାନର ସମୟସୀମା!-->…
ଆସସ ପକ୍ଷରୁ ଭୁବନେଶ୍ୱରରେ ଏକ୍ସକ୍ଲୁସିଭ ଷ୍ଟୋର୍ର ଶୁଭାରମ୍ଭ
ଭୁବନେଶ୍ୱର : ସାରା ଦେଶରେ ବ୍ରାଣ୍ଡର ରିଟେଲ ଉପସ୍ଥିତିକୁ ସୁଦୃଢ଼ କରିବା ଦିଗରେ ଏକ ପଦକ୍ଷେପ ସ୍ୱରୂପ, ତାଇୱାନର ବୈଷୟିକ କମ୍ପାନୀ , ଆସସ ଇଣ୍ଡିଆ ଭୁବନେଶ୍ୱରରେ ଏହାର ନୂତନ ଏକ୍ସକ୍ଲୁସିଭ ଷ୍ଟୋରର ଶୁଭାରମ୍ଭ ଘୋଷଣା କରିଛି। ଏହି ନୂତନ ଏକ୍ସକ୍ଲୁସିଭ୍ ଷ୍ଟୋରଟି ୩୦୦ ବର୍ଗଫୁଟ ଅଂଚଳରେ…
ପୁଣି ବଢିବ ଦିନ ଓ ତାପମାତ୍ରା
ଭୁବନେଶ୍ଵର,୨୭/୦୨:ରାଜ୍ୟରେ ବୃଦ୍ଧି ପାଇବ ଦିନ ଓ ରାତି ତାପମାତ୍ରା। ଆସନ୍ତା ୩ଦିନ ମଧ୍ୟରେ ସର୍ବାଧିକ ବା ଦିନ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ସେହିପରି ସର୍ବନିମ୍ନ ବା ରାତି ତାପମାତ୍ରା ୩ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ!-->…
ନିଖିଳ ଓଡ଼ିଶା ଠିକାଦାର ମହାସଂଘର ଆଜିଠାରୁ ଆମରଣ ଅନଶନ
ଭୁବନେଶ୍ଵର,୨୭/୦୨:ଫେବୃଆରୀ 20 ରୁ ରାଜଧାନୀର ଲୋୟର୍ ପିଏମଜି ରେ ଗଣ ଧାରଣାରେ ବସିଥିବା ନିଖିଳ ଓଡ଼ିଶା ଠିକାଦାର ମହାସଂଘ ଆଜିଠାରୁ ଆମରଣ ଅନଶନରେ ବସିଛନ୍ତି। ରାଜ୍ୟବ୍ୟାପୀ ସରକାରୀ ନିର୍ମାଣ କାର୍ଯ୍ୟ ଠପ୍ ହେବ ବୋଲି ଚେତାବନୀ । ପ୍ରଭାବିତ ହେବ ଆଲୋକ, ପାନୀୟ ଜଳ ବ୍ୟବସ୍ଥା ଓ ସ୍ବେରଜ!-->…
ଆଚାର୍ଯ୍ୟ ହରିହର ଦାସଙ୍କ ପ୍ରତିମୂର୍ତ୍ତି ଲୋକାର୍ପିତ
ଭୁବନେଶ୍ୱର,୨୭/୦୨:ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଭୁବନେଶ୍ୱର ସ୍ଥିତ ଆଚାର୍ଯ୍ୟ ହରିହର ପାର୍କରେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ସମାଜସେବୀ ତଥା ଶିକ୍ଷାବିତ ଆଚାର୍ଯ୍ୟ ହରିହର ଦାସଙ୍କ ପ୍ରତିମୂର୍ତ୍ତି ଆଜି ଲୋକାର୍ପିତ ହୋଇଯାଇଛି। ଆଜି ଆଚାର୍ଯ୍ୟ ହରିହର ଦାସଙ୍କ!-->…
ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତଙ୍କୁ ହାଇକୋର୍ଟରୁ ମିଳିଲା ବଡ଼ ଆଶ୍ୱସ୍ତି
କଟକ,୨୭/୦୨:ସମବାୟ ମନ୍ତ୍ରୀ ତଥା ସୁକିନ୍ଦା ବିଧାୟକ ପ୍ରଦୀପ ବଳ ସାମନ୍ତଙ୍କୁ ହାଇକୋର୍ଟରୁ ମିଳିଲା ବଡ଼ ଆଶ୍ୱସ୍ତି। ପ୍ରଦୀପ ବଳ ସାମନ୍ତଙ୍କ ନିର୍ବାଚନ ବିରୋଧରେ ପରାଜିତ ବିଜେଡି ପ୍ରାର୍ଥୀ ପ୍ରିତିରଞ୍ଜନ ଘଡେ଼ଇ ହାଇକୋର୍ଟରେ ଦାୟର କରିଥିବା ନିର୍ବାଚନୀ ମାମଲା ଖାରଜ। ପ୍ରିତିରଞ୍ଜନଙ୍କ!-->…
ଜବରଦଖଲକାରୀଙ୍କ ଘର ଓ ବ୍ୟବସାୟିକ ପ୍ରତିଷ୍ଠାନ ଭାଙ୍ଗିଲା BMC
ଭୁବନେଶ୍ଵର,୨୭/୦୨:ଭୁବନେଶ୍ୱରର କ୍ୟାପିଟାଲ ହସ୍ପିଟାଲ ଅଞ୍ଚଳରେ ଆଜି ବଡ଼ ଧରଣର ଉଛେଦ ଅଭିଯାନ। BMC ପକ୍ଷରୁ ଡ୍ରେନ ଉପରେ ଅବରୋଧ କରି ଦଖଲ ରଖାଯାଇଥିବା ଘର ଓ ବ୍ୟବସାୟ ପ୍ରତିଷ୍ଠାନ ଉପରେ ବୁଲଡ୍ରୋଜର ଚାଲିଛି। ଘର ଓ ଦୋକାନ ଭାଙ୍ଗି ଉଛେଦ ପ୍ରକ୍ରିୟା କରାଯାଉଛି। ମେୟର ଓ କମିଶନରଙ୍କ!-->…
ଲୋକଙ୍କ ଜୀବନ ଯିବା ପରେ ଚେତିଲା ବିଏମସି,ଏଣିକି ମନଇଛା ଲଗାଇ ପାରିବେନି ହୋର୍ଡିଂ
ଭୁବନେଶ୍ଵର,୨୭/୦୨:ମହାନଗର ନିଗମ ଅଞ୍ଚଳ ଭିତରେ ଯିଏ ଯେଉଁଠି ବି ହୋଡିଂ ଲଗେଇଲେ ବିଏମସି ଠାରୁ ନେବାକୁ ପଡିବ ଅନୁମତି। ହୋଡିଂ ଲଗାଇବା ଆଗରୁ ଷ୍ଟ୍ରକଚରାଲ ସାର୍ଟିଫିକେଟ ଏବଂ ଥାର୍ଡ ପାର୍ଟି ଇନସ୍ୟୁରାନ୍ସ ବାଧ୍ୟତାମୂଳକ। ନହେଲେ କଟା ହେବ ହୋଡିଂ। ତାଛଡ଼ା ଘରୋଇ ଅନୁଷ୍ଠାନ କିମ୍ବା କୌଣସି!-->…