Browsing Category

Odisha

ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ୍ ଏବେ aiims ଭୁବନେଶ୍ୱରରେ

ଭୁବନେଶ୍ୱର, ୨୩/୦୨/୨୦୨୬: ଓଡ଼ିଶା ଏବଂ ପୂର୍ବ ଭାରତର ସ୍ୱାସ୍ଥ୍ୟସେବା ପରିଦୃଶ୍ୟକୁ ଏକ ନୂତନ ଦିଶା । ଏମ୍ସ ଭୁବନେଶ୍ୱର ସଫଳତାର ସହିତ ଏକ ଅତ୍ୟାଧୁନିକ ଯକୃତ ପ୍ରତିରୋପଣ(ଲିଭର ଟ୍ରାନ୍ସପ୍ଲାଣ୍ଟ୍) କାର୍ଯ୍ୟକ୍ରମ ସହିତ ଏକ ଅତ୍ୟାଧୁନିକ ରୋବୋଟିକ୍ ସର୍ଜରୀ ବ୍ୟବସ୍ଥା ଆରମ୍ଭ କରିଛି।

ବଜେଟ ୨୦୨୬-୨୭: ସହରାଞ୍ଚଳ ଗତିଶୀଳତା ପାଇଁ ୪୨୧ କୋଟିର ବ୍ୟୟ ବରାଦ

ଭୁବନେଶ୍ୱର,୨୩/୦୨:ସହରାଞ୍ଚଳ ପରିବହନ ପାଇଁ ୪୨୧ କୋଟି ଟଙ୍କାର ବ୍ୟୟବରାଦ ହେବାପରେ ଏବେ ଅଧିକରୁ ଅଧିକ ସଂଖ୍ୟକ ପରିବେଶ ଅନୁକୂଳ ଇ-ବସ୍ ଆଣିବାପାଇଁ ସରକାର ଅଣ୍ଟା ଭିଡିଛନ୍ତି । ରାଜ୍ୟରେ ଚାଲୁଥିବା ଇ-ବସ୍ ତାଲିକାରେ ଆଉ ୬୦୦ ଇ-ବସ୍ ଯୋଡାଯିବ ବୋଲି ସୂଚନା ମିଳିଛି ।ରାଜ୍ୟରେ ସହରାଞ୍ଚଳ

ପାରାଦୀପ ହେବ ସ୍ପୋର୍ଟସ୍ ହବ୍

ଭୁବନେଶ୍ବର, ୨୩/୦୨:ରାଜ୍ୟରେ କ୍ରୀଡ଼ା ଭିତ୍ତିଭୂମିର ବିକାଶ ଓ ତୃଣମୂଳସ୍ତରରୁ ପ୍ରତିଭାଙ୍କୁ ଆଗକୁ ଆଣିବା ପାଇଁ ରାଜ୍ୟ ସରକାର ନିରନ୍ତର ପ୍ରୟାସ ଜାରି ରଖିଛନ୍ତି। ଏହିକ୍ରମରେ ପାରାଦୀପକୁ ପ୍ରମୁଖ କ୍ରୀଡା ହବ୍ ଭାବେ ଗଢି ତୋଳିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଶିଳ୍ପ, ଦକ୍ଷତା ବିକାଶ ଏବଂ

୫ ବର୍ଷରେ ଗିରଫ ହୋଇଛନ୍ତି ୩୧୦,ଆକ୍ସନ ମୋଡରେ ଭିଜିଲାନ୍ସ

ଭୁବନେଶ୍ଵର,୨୩/୦୨:ଅଧିକାରୀଙ୍କ ଶିରା ଶିରାରେ ଦୁର୍ନୀତି, ଆକ୍ସନ ମୋଡରେ ଭିଜିଲାନ୍ସ।ବିଗତ 5 ବର୍ଷ ଠାରୁ ଆଜି ପର୍ଯ୍ୟନ୍ତ 310 ଜଣ ସରକାରୀ କର୍ମଚାରୀ ଓ ଅଧିକାରୀ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଓ ଆର୍ଥିକ କାରବାରରେ ଅନିୟମିତତାରେ ସମ୍ପୃକ୍ତଭୋଇ ଭିଜିଲାନ୍ସ ଦ୍ୱାରା ଗିରଫ।22 ଜଣ ସରକାରୀ

ଦୀର୍ଘ ମାସ ପରେ ଭିଜିବ ଓଡ଼ିଶା,୨ ଦିନ ରାଜ୍ୟରେ ବର୍ଷା

ଭୁବନେଶ୍ଵର,୨୩/୦୨:ଦୀର୍ଘ ମାସ ପରେ ଭିଜିବ ଓଡ଼ିଶା।୨ ଦିନ ରାଜ୍ୟରେ ବର୍ଷା। ସର୍ଟକ ରହିବାକୁ ଆଂଚଳିକ ପାଣିପାଗ ବିଭାଗର ନିର୍ଦ୍ଦେଶ।ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ସ୍ପଷ୍ଟ ଚିହ୍ନିତ ହୋଇଛି । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ମୁହାଁଇପାରେ । ଆଜି ରାଜ୍ୟର

ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କୁ ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ

ଭୁବନେଶ୍ଵର,୨୩/୦୨:ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ଶ୍ରାଦ୍ଧବାର୍ଷିକୀରେ ଆଜି ୧୨୦ ବାଟାଲିୟନ ଛକସ୍ଥିତ ପ୍ରତିମୂର୍ତ୍ତିରେ ମାନ୍ୟବର ବାଚସ୍ପତି ସୁରମା ପାଢ଼ୀ, ମାନ୍ୟବର ଉପବାଚସ୍ପତି ଭବାନୀ ଶଙ୍କର ଭୋଇ, ଉପମୁଖ୍ୟମନ୍ତ୍ରୀ ତଥା ରାଜେନ୍ଦ୍ର ନାରାୟଣ

ଆସନ୍ତାକାଲି ବିଶାଳ ଚାଷୀ ସମାବେଶ,ରାଜରାସ୍ତାକୁ ଓହ୍ଲାଇବ ବିଜୁ ଜନତା ଦଳ

ଭୁବନେଶ୍ଵର,୨୩/୦୨:ପ୍ରତିବାଦ, ବିକ୍ଷୋଭ ପ୍ରଦର୍ଶନ କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ମୋହନ ସରକାର ଙ୍କ ବାହାସ୍ପୋଟ ବିରୁଦ୍ଧରେ ପ୍ରଖର ଓ ଶାଣିତ ସ୍ୱର ଉଠାଇବେ ବିଜେଡି ସୁପ୍ରିମୋ। ଚାଷୀ, ଆଇନ ଶୃଙ୍ଖଳା ଭଳି କିଛି ବୃହତ୍ ସମସ୍ୟା ନେଇ ଆସନ୍ତାକାଲି ଭୁବନେଶ୍ଵର ରାଜରାସ୍ତାରେ

ଖାଦ୍ୟରେ ବିଷ ,ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ଖାଦ୍ୟରେ ଅପମିଶ୍ରଣ

ଭୁବନେଶ୍ଵର,୨୩/୦୨:ପିଲାମାନଙ୍କୁ Horlicks ପିଆଉଛନ୍ତି କି? ସାବଧାନ! Horlicks ରେ ବି ହେଉଛି ଅପମିଶ୍ରଣ।ବିଧାନସଭାରେ ଏ ଉତ୍ତର ରଖିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ।ଖୋର୍ଦ୍ଧା ଜିଲ୍ଲାରେ ତ ସବୁ ଖାଦ୍ୟ ସାମଗ୍ରୀରେ ଅପମିଶ୍ରଣ ହେଉଛି ।ବୌଦ୍ଧ, ଢେଙ୍କାନାଳ, ଜଗତସିଂପୁର ଏବଂ

୨୦୨୬ର ପ୍ରଥମ ଚନ୍ଦ୍ର ଗ୍ରହଣ,କେବେ ପାଳିବେ ହୋଲି

ଭୁବନେଶ୍ଵର,୨୨/୦୨:୨୦୨୬ର ପ୍ରଥମ ଚନ୍ଦ୍ର ଗ୍ରହଣ। ପୁଣି ବଡ଼ ଗ୍ରହଣ ଏ ଏଥର ଦୋଳ ପୂର୍ଣ୍ଣିମା ଫାଲଗୁନ ପୂର୍ଣ୍ଣିମାରେ ପଡ଼ୁଛି । ଧାର୍ମିକ ଓ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏହାକୁ ଗୁରୁତ୍ବପୂର୍ଣ୍ଣ କୁହାଯାଉଛି । ଏହି ଗ୍ରହଣ ଭାରତର କିଛି ସ୍ଥାନରେ ଦୃଶ୍ୟମାନ ହେବ । ତେଣୁ ଏହାର ଘାତ ସମୟ କେବେ

ଆମ ଗୌରବ ଆମ କଲେଜ : ୧୨ଟି ଉଚ୍ଚଶିକ୍ଷାନୁଷ୍ଠାନର ବିକାଶ ପାଇଁ ୧.୭୩ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ୱର ୨୨/୦୨:ଆମ ଗୌରବ ଆମ କଲେଜ ଯୋଜନା ଅଧୀନରେ ରାଜ୍ୟରେ ଗୋଟିଏ ବିଶ୍ୱ ବିଦ୍ୟାଳୟ ଏବଂ ୧୧ଟି ମହାବିଦ୍ୟାଳୟର ବିକାଶ ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ୧.୭୩ କୋଟି ଟଙ୍କା ମଞ୍ଜୁର କରାଯାଇଛି। ରେଭେନ୍ସା ବିଶ୍ୱ ବିଦ୍ୟାଳୟ, କଟକ, ଆଗଲପୁର ପଞ୍ଚାୟତ ସମିତି (ଡିଗ୍ରୀ) ମହାବିଦ୍ୟାଳୟ,