Browsing Category
Odisha
ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ
ସମ୍ବଲପୁର,୧୬/୦୨:ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ । ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ । ରାତି 8ଟା 50 ମିନିଟରେ ତାଙ୍କର ପରଲୋକ ଘଟିଛି । ସ୍ନାୟୁଜନିତ ରୋଗରେ ପୀଡିତ ଥିଲେ ରାସେଶ୍ୱରୀ । ଡାକ୍ତର ରାସେଶ୍ୱରୀ ପାଣିଗ୍ରାହୀ ପଶ୍ଚିମ ଓଡ଼ିଶାର ଜଣେ ପ୍ରଭାବଶାଳୀ!-->…
ଓଡ଼ିଶା ପୋଲିସର ଅପରେସନ ‘ସାଇବର କବଚ’,ସାଇବର ଅପରାଧୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ଵର,୧୬/୦୨:ସାଇବର ଅପରାଧ ନେଟୱର୍କକୁ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ କରିବା ପାଇଁ ଓଡ଼ିଶା ପୋଲିସର ସ୍ୱତନ୍ତ୍ର ଅଭିଯାନ 'ଅପରେସନ ସାଇବର କବଚ'। ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରେ ସାଇବର ଠକେଇ ପାଇଁ ବ୍ୟବହାର ହେଉଥିବା 'ବେନାମୀ ବ୍ୟାଙ୍କ ଆକାଉଣ୍ଟ' (Mule Accounts) ଏବଂ ଏଥିରେ!-->…
ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ଅମ୍ଳାନ ପ୍ରତିଭା ଓ ସଙ୍ଗୀତମୟ ଜୀବନ ଯାତ୍ରା ଯୁବପିଢ଼ିଙ୍କ ପାଇଁ ଆଦର୍ଶ : ସଂସ୍କୃତି…
ଭୁବନେଶ୍ଵର,୧୬/୦୨:ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଆଜି ରବୀନ୍ଦ୍ର ମଣ୍ଡପ ଠାରେ ବିଶିଷ୍ଟ ସଙ୍ଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ପ୍ରତିମୂର୍ତ୍ତି ଲୋକାର୍ପିତ ହୋଇଛି।ଆଜି ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ଜନ୍ମ ଜୟନ୍ତୀ ଅବସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି!-->…
ହୋଲି ଅବସରରେ ଯାତ୍ରୀ ସୁବିଧା ବୃଦ୍ଧି ପାଇଁ ଚଳାଚଳ କରିବ ସ୍ୱତନ୍ତ୍ର ଟ୍ରେନ୍
ଭୁବନେଶ୍ୱର,୧୬/୦୨:ଆସନ୍ତା ହୋଲି ଏବଂଦୋଳ ଯାତ୍ରା ପର୍ବ ସମୟରେ ସୁଗମ, ଆରାମଦାୟକ ଏବଂ ଉତ୍ତମ ଯାତ୍ରା ସୁବିଧା ଜାରି ରଖିବା ପାଇଁ, ପୂର୍ବ ତଟ ରେଳପଥ ଏକାଧିକ ହୋଲି ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରିବା ପାଇଁ ଘୋଷଣା କରିଛି। ଅତିରିକ୍ତ ଯାତ୍ରୀ ଭିଡ଼ ଦୂର କରିବା ଏବଂ ଦେଶର ଗୁରୁତ୍ୱପୂର୍ଣ୍ଣ!-->…
ଖୁବ୍ ଶୀଘ୍ର ଆରମ୍ଭ ହେବ ରତ୍ନଭଣ୍ଡାର ଗଣତି ମଣତି,ସମ୍ପୂର୍ଣ୍ଣ ଅଳଙ୍କାରାଦିର ଫଟୋଗ୍ରାଫ ସହିତ ଡିଜିଟାଲ୍ କାଟାଲଗ୍…
ଭୁବନେଶ୍ଵର,୧୬/୦୨:ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରର ରତ୍ନଭଣ୍ଡାରରେ ଥିବା ସୁନା ଅଳଙ୍କାର ଓ ମୋତିମାଣିକ୍ୟର ଖୁବ୍ ଶୀଘ୍ର ଗଣତି-ମଣତି ଆରମ୍ଭ ହେବ। ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚ ସ୍ତରୀୟ ବୈଠକରୁ ଏହା ଜଣା!-->…
ଭୁବନେଶ୍ୱର ହେବ ଆଇଟି ହବ,କେନ୍ଦ୍ର ବଜେଟରେ ୫ ହଜାର କୋଟି ଟଙ୍କାର ବ୍ୟବସ୍ଥା
ଭୁବନେଶ୍ଵର,୧୬/୦୨:ଆହୁରି ସୁଦୃଢ଼ ହେବ ରାଜ୍ୟର ଅର୍ଥନୀତି । ଭୁବନେଶ୍ୱର ହେବ ଆଇଟି ହବ । କଟକ, ଭୁବନେଶ୍ୱର, ପୁରୀ, ପାରାଦୀପ କୁ ନେଇ ପ୍ରସ୍ତୁତ ହେଉଛି ଏକୋନମି ରିଜିୟନ୍ । କେନ୍ଦ୍ର ସରକାରଙ୍କ ବଜେଟରେ ଏହାକୁ ସ୍ଥାନ ଦିଆଯାଇଛି । ଓଡ଼ିଶାକୁ ଆର୍ଥିକ ସ୍ତରରେ ଅଧିକ ସୁଦୃଢ କରିବ । ଏଥିପାଇଁ!-->…
କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ଶେଷକୃତ୍ୟ ସମ୍ପନ୍ନ,ସମ୍ପର୍କୀୟ ଭାଇ ଦେଲେ ମୁଖାଗ୍ନି
କଟକ,୧୬/୦୨:କଟକ ସତୀଚଉରାରେ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ତାଙ୍କ ସମ୍ପର୍କୀୟ ଭାଇ ପ୍ରସନ୍ନ ପାତ୍ର ତାଙ୍କୁ ମୁଖାଗ୍ନି ଦେଇଥିବା ସୂଚନା ମିଳିଛି। କଟକ ମର୍କତନଗରର ଏକ ଘରୋଇ ହସ୍ପିଟାଲରେ ରବିବାର ତାଙ୍କର ୭୨ବର୍ଷ ବୟସରେ ପରଲୋକ ଘଟିଥିଲା। ଗୁରୁବାର!-->…
ଏଣିକି ଜଏଣ୍ଟ ରେଡ କରିବେ ଏକ୍ସାଇଜ ଓ ପୋଲିସ ଟିମ୍ ,ବାଉନ୍ସର୍ ବଦଳରେ ରହିବେ ସ୍ବୀକୃତିପ୍ରାପ୍ତ ସିକ୍ୟୁରିଟି ଗାର୍ଡ
ଭୁବନେଶ୍ୱର,୧୬/୦୨: ବାରରେ ଅବକାରୀ ଅଧିକାରୀଙ୍କୁ ଆକ୍ରମଣ ଘଟଣା । ବାରରେ ବାଉନ୍ସରଙ୍କ ପାଇଁ ବଢୁଛି ଆକ୍ରମଣ । ଏଣିକି ଜଏଣ୍ଟ ରେଡ କରିବେ ଏକ୍ସାଇଜ ଓ ପୋଲିସ ଟିମ୍ । ବାଉନ୍ସର୍ ବଦଳରେ ରହିବେ ସ୍ବୀକୃତିପ୍ରାପ୍ତ ସିକ୍ୟୁରିଟି ଗାର୍ଡ । ପୂର୍ବରୁ ଲାଗୁ ପାଇଁ ପୋଲିସ ପକ୍ଷରୁ ନିର୍ଦ୍ଦେଶାବଳୀ!-->…
ସନ୍ଧ୍ୟା ୫ଟାରେ ଶଙ୍ଖ ଭବନରେ ବିଜେଡି ବିଧାୟକ ଦଳ ବୈଠକ
ଭୁବନେଶ୍ଵର,୧୬/୦୨:ଆଜି ଶଙ୍ଖଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିବ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ ବସିବ।ଏହି ବୈଠକରେ ଜେଟ ଅଧିବେଶନ ରଣନୀତି ନେଇ ବିସ୍ତୃତ ଆଲୋଚନା ହୋଇପାରେ ବୋଲି ଅନୁମାନ କରାଯାଉଛି। ଏଥିରେ ଚାଷୀ ସମସ୍ୟା,!-->…
ଏବେଠୁ ପ୍ରବଳ ଖରା,ଆହୁରି ୨ ରୁ ୩ ଡିଗ୍ରୀ ବଢିବ ଦିନ ତାପମାତ୍ରା
ଭୁବନେଶ୍ଵର,୧୬/୦୨:ରାଜ୍ୟରୁ ବିଦାୟ ନେଉଛି ଶୀତ।ଏବେଠୁ ପ୍ରବଳ ଖରା।ଆହୁରି ୨ ରୁ ୩ ଡିଗ୍ରୀ ବଢିବ ଦିନ ତାପମାତ୍ରା।ରାଜ୍ୟରେ ୩୫ ଡିଗ୍ରୀ ପାର କରିପାରେ ଦିନ ତାପମାତ୍ରା । ତାତିରୁ ନାହିଁ ତ୍ରାହି। ଗତ ୨୪ ଘଣ୍ଟାରେ ଝାରସୁଗୁଡ଼ା ରେ ସ୍ଵାଭାବିକ ତାପମାତ୍ରା ଠାରୁ ୩.୬ ଡିଗ୍ରୀ ଅଧିକ ରହିବା ସହ!-->…