ଭୁବନେଶ୍ଵର,୧୨/୦୨:ପ୍ରତିଦିନ ତେଲର ନୂଆ ଦର ନିର୍ଦ୍ଧାରଣ କରାଯାଇଥାଏ । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୦.୯୩ ଟଙ୍କା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨.୫୧ ପଇସା ରହିଛି ।
ସେହିପରି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୭ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୭ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୫୪ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୦.୦୩ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୫. ୪୫ ଟଙ୍କା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୦୨ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା୯୦ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୪୯ ପଇସା ରହିଛି ।