ବିଜିୟୁରେ ମାନବ ଅଧିକାର ଓ ଅଭିବ୍ୟକ୍ତି ସ୍ୱାଧୀନତା ସମ୍ପର୍କିତ ଅନ୍ତର୍ଜାତୀୟ ସମ୍ମିଳନୀ
ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭର୍ସିଟିର ବିର୍ଲା ସ୍କୁଲ୍ ଅଫ୍ ଲ’ ପକ୍ଷରୁ “ମାନବ ଅଧିକାର ଓ ଅଭିବ୍ୟକ୍ତି ସ୍ୱାଧୀନତାରେ ସମ୍ପ୍ରତିକ ଆହ୍ୱାନ, ସମସ୍ଯା ଓ ସୁଯୋଗ” ବିଷୟବସ୍ତୁ ଆଧାରିତ ଦୁଇ ଦିନିଆ ଅନ୍ତର୍ଜାତୀୟ ସମ୍ମିଳନୀ ଆୟୋଜିତ ହୋଇଛି।
ଉଦ୍ଘାଟନୀ ସମାରୋହରେ ଜାତୀୟ ମାନବାଧିକାର…