ଓଡ଼ିଶାରେ ରେଳ ସଂଯୋଗୀକରଣକୁ ପ୍ରୋତ୍ସାହନ,ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର,୧୦/୦୩:ଓଡ଼ିଶାରେ ରେଳ ସଂଯୋଗୀକରଣକୁ ଆହୁରି ଶକ୍ତିଶାଳୀ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। କୋଏମ୍ବାଟୁରରୁ ଧାନବାଦ୍ ପର୍ଯ୍ୟନ୍ତ ଚାଲିବା ପାଇଁ ଏକ ନୂଆ ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ୍କୁ କେନ୍ଦ୍ର ସରକାର ମଞ୍ଜୁର କରିଛନ୍ତି। ଏହି ଟ୍ରେନ୍ ଚାଲୁ ହେଲେ!-->…