Odisha

ଶାସନରେ ପ୍ରଯୁକ୍ତି ଓ ଓଡ଼ିଆ ଭଏସ୍ ବୋଟ୍: ସଚିବସ୍ତରୀୟ ବୈଠକରେ ରାଜ୍ୟର ଆର୍ଥିକ ଓ ପ୍ରଗତିମୂଳକ ଯୋଜନାର ସମୀକ୍ଷା

ଭୁବନେଶ୍ୱର, ୧ ଜୁଲାଇ ୨୦୨୬: ରାଜ୍ୟ ପ୍ରଶାସନକୁ ଅଧିକ ସ୍ୱଚ୍ଛ, ଦକ୍ଷ ଓ ନାଗରିକକୈନ୍ଦ୍ରିକ କରିବା ଉଦ୍ଦେଶ୍ୟରେ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଆଜି ଖାରବେଳ ଭବନଠାରେ ଏକ ଉଚ୍ଚସ୍ତରୀୟ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ଉନ୍ନୟନ କମିଶନର ଶ୍ରୀ ଦେଓରଞ୍ଜନ କୁମାର ସିଂଙ୍କ ସମେତ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ଶାସନ ସଚିବମାନେ ଉପସ୍ଥିତ ରହି ରାଜ୍ୟର ଆର୍ଥିକ ପ୍ରଗତି, ପ୍ରଯୁକ୍ତିବିଦ୍ୟାର […]